Genesis 5:17 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ମହଲଲଲେ 895 ବର୍ଷ ବଞ୍ଚିଲା ପରେ ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ମହଲଲେଲ 895 ବର୍ଷ ବଞ୍ଚିଲା ପରେ ମୃତ୍ୟୁବରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମହଲଲେଲର ବୟସ ସର୍ବସୁଦ୍ଧା ଆଠ ଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।
Odia IRV 2017 (ଓଡିଆ ବାଇବେଲ)
ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।