Genesis 5:19 — Compare Translations
5 translations compared side by side
Odia - 1840
"ହନୋକ ଜନ୍ମ ହେଲା ପରେ, ଯରଦେ ଯରହେ 800 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ସେ ଅନ୍ୟ ପୁତ୍ର ଏବଂ କନ୍ଯାମାନଙ୍କୁ ଜନ୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ହନୋକ ଜନ୍ମ ହେଲା ପରେ, ଯେରଦ 800 ବର୍ଷ ବଞ୍ଚିଲା। ସେହି ସମୟ ମଧ୍ୟରେ ସେ ଅନ୍ୟ ପୁତ୍ର ଏବଂ କନ୍ୟାମାନଙ୍କୁ ଜନ୍ମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Odia IRV 2017 (ଓଡିଆ ବାଇବେଲ)
ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;