Genesis 5:2 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମାନଙ୍କେୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ ଏବଂ ସହେିଦିନ ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ ଦେଲେ ଏବଂ ସମାନଙ୍କେର ନାମ ମନୁଷ୍ଯ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ ଏବଂ ସେହି ଦିନ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ ଏବଂ ସେମାନଙ୍କର ନାମ “ମନୁଷ୍ୟ” ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।