Genesis 5:20 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ ଯରଦେ 962 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ଯେରଦ 962 ବର୍ଷ ବଞ୍ଚି ମୃତ୍ୟୁବରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେରଦର ବୟସ ସର୍ବସୁଦ୍ଧା ନଅ ଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।
Odia IRV 2017 (ଓଡିଆ ବାଇବେଲ)
ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।