Genesis 5:21 — Compare Translations

5 translations compared side by side

Odia - 1840
"ହନୋକ 65 ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ମଥୂଶଲହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ହନୋକ 65 ବର୍ଷ ବୟସରେ ତାଙ୍କର ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ମଥୂଶେଲହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
Odia IRV 2017 (ଓଡିଆ ବାଇବେଲ)
ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;