Genesis 5:22 — Compare Translations

5 translations compared side by side

Odia - 1840
"ମଥୂଶଲହେ ଜନ୍ମ ନବୋ ପରେ ହନୋକ 300 ବର୍ଷ ପର୍ୟ୍ଯନ୍ତ ପରମେଶ୍ବରଙ୍କୁ ଅନୁସରଣ କଲେ। ଆହୁରି ମଧ୍ଯ ଅନ୍ୟ ପୁତ୍ର ଏବଂ କନ୍ଯାଗଣ ତାଙ୍କଠାରୁ ଜନ୍ମ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ଵରଙ୍କ ସହିତ ଗମନାଗମନ କଲେ, ପୁଣି ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ମଥୂଶେଲହ ଜନ୍ମ ହେବା ପରେ ହନୋକ 300 ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କୁ ଅନୁସରଣ କଲେ। ଆହୁରି ମଧ୍ୟ ଅନ୍ୟ ପୁତ୍ର ଏବଂ କନ୍ୟାଗଣ ତାଙ୍କଠାରୁ ଜନ୍ମ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନି ଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
Odia IRV 2017 (ଓଡିଆ ବାଇବେଲ)
ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;