Genesis 5:23 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ ହନୋକ 365 ବର୍ଷ ବଞ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ହନୋକ 365 ବର୍ଷ ବଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହନୋକଙ୍କର ବୟସ ସର୍ବସୁଦ୍ଧା ତିନି ଶହ ପଞ୍ଚଷଠି ବର୍ଷ ଥିଲା;
Odia IRV 2017 (ଓଡିଆ ବାଇବେଲ)
ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା;