Genesis 5:24 — Compare Translations

5 translations compared side by side

Odia - 1840
"ଦିନେ, ଯେ ତବେଳେ ହନୋକ ପରମେଶ୍ବରଙ୍କୁ ଅନୁସରଣ କରିଥିଲେ, ସେ ଅନ୍ତର୍ଧ୍ଯାନ ହେଲ, ଯେ ହତେୁ ତାଙ୍କୁ ପରମେଶ୍ବର ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହନୋକ ପରମେଶ୍ଵରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ଵର ତାଙ୍କୁ ଗ୍ରହଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦିନେ, ଯେତେବେଳେ ହନୋକ ପରମେଶ୍ୱରଙ୍କୁ ଅନୁସରଣ କରୁଥିଲେ, ସେ ଅନ୍ତର୍ଦ୍ଧାନ ହେଲେ, ଯେହେତୁ ତାଙ୍କୁ ପରମେଶ୍ୱର ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
Odia IRV 2017 (ଓଡିଆ ବାଇବେଲ)
ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।