Genesis 5:26 — Compare Translations
5 translations compared side by side
Odia - 1840
"ଲମେକର ଜନ୍ମ ପରେ ମଥୂଶଲହେ 782 ବର୍ଷ ବଞ୍ଚିଲେ ଏବଂ ସେ ଆହୁରି ଅନକେ ପୁତ୍ର କନ୍ଯାମାନଙ୍କୁ ଜନ୍ମ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଲେମକର ଜନ୍ମ ପରେ ମଥୂଶେଲହ 782 ବର୍ଷ ବଞ୍ଚିଲା ଏବଂ ସେ ଆହୁରି ଅନେକ ପୁତ୍ରକନ୍ୟାମାନଙ୍କୁ ଜନ୍ମ ଦେଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତ ଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
Odia IRV 2017 (ଓଡିଆ ବାଇବେଲ)
ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;