Genesis 5:27 — Compare Translations

5 translations compared side by side

Odia - 1840
"ମଥୁଶଲହେ ମାଟେ 969 ବର୍ଷ ବଞ୍ଚିଲା ପରେ ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ମଥୁଶେଲହ ମୋଟ 969 ବର୍ଷ ବଞ୍ଚିଲା ପରେ ମୃତ୍ୟୁବରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଥୂଶେଲହର ବୟସ ସର୍ବସୁଦ୍ଧା ନଅ ଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।
Odia IRV 2017 (ଓଡିଆ ବାଇବେଲ)
ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।