Genesis 5:28 — Compare Translations
5 translations compared side by side
Odia - 1840
"ଯେତବେେଳେ ଲମେକକୁ 182 ବର୍ଷ ବଯସ ହାଇେଥିଲା, ତାଙ୍କର ଗୋଟିଏ ପୁତ୍ର ଜନ୍ମ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେମକ ଶହେ ବୟାଶୀ ବର୍ଷ ବୟସରେଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ଵନା) ଦେଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଲେମକକୁ 182 ବର୍ଷ ବୟସ ହୋଇଥିଲା, ତାଙ୍କର ଗୋଟିଏ ପୁତ୍ର ଜନ୍ମ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,
Odia IRV 2017 (ଓଡିଆ ବାଇବେଲ)
ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,