Genesis 5:29 — Compare Translations

5 translations compared side by side

Odia - 1840
"ଲମେକ ତା'ର ନାମ ରଖିଲେ ନୋହ। ସେ କହିଲେ, ପରମେଶ୍ବରଙ୍କ ଦ୍ବାରା ଅଭିଶପ୍ତ ଭୂମିରେ ଆମ୍ଭର କଠିନ ପରିଶ୍ରମକୁ ଲାଘବ କରିବା ପାଇଁ, ସେ ଆମ୍ଭମାନଙ୍କୁ ସାନ୍ତ୍ବନା ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ଵାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ଵନା ଜନ୍ମାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଲେମକ ତା’ର ନାମ ରଖିଲା ନୋହ। ସେ କହିଲା, “ପରମେଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭର କଠିନ ପରିଶ୍ରମକୁ ଲାଘବ କରିବା ପାଇଁ, ସେ ଆମ୍ଭମାନଙ୍କୁ ସାନ୍ତ୍ୱନା ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।”
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।