Genesis 5:3 — Compare Translations
5 translations compared side by side
Odia - 1840
"ଆଦମକୁ 130 ବର୍ଷ ପହଞ୍ଚିବା ପରେ ତାଙ୍କର ଆଉ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। ସେ ଠିକ୍ ଆଦମଙ୍କର ପରି ଦେଖିବାକୁ ଥିଲା। ଆଦମ ତାଙ୍କର ନାମ ଦଇେଥିଲେ ଶେଥ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଦମକୁ 130 ବର୍ଷ ହେବା ପରେ ତାଙ୍କର ଆଉ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। ଦେଖିବାକୁ ସେ ଠିକ୍ ଆଦମଙ୍କର ପରି ଥିଲା। ଆଦମ ତା’ର ନାମ ଶେଥ ଦେଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।