Genesis 5:30 — Compare Translations

5 translations compared side by side

Odia - 1840
"ନୋହ ଜନ୍ମ ହବୋପରେ ଲମେକ 595 ବର୍ଷ ବଞ୍ଚିଲେ ଏବଂ ଅନ୍ୟ ପୁତ୍ର ଏବଂ କନ୍ଯାମାନଙ୍କୁ ଜନ୍ମ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ନୋହ ଜନ୍ମ ହେବାପରେ ଲେମକ 595 ବର୍ଷ ବଞ୍ଚିଲା ଏବଂ ଅନ୍ୟ ପୁତ୍ର ଏବଂ କନ୍ୟାମାନଙ୍କୁ ଜନ୍ମ ଦେଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚ ଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
Odia IRV 2017 (ଓଡିଆ ବାଇବେଲ)
ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;