Genesis 5:31 — Compare Translations

5 translations compared side by side

Odia - 1840
"ସେ ମାଟେ 777 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋଟ 777 ବର୍ଷ ବଞ୍ଚି ମୃତ୍ୟୁବରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କର ବୟସ ସର୍ବସୁଦ୍ଧା ସାତ ଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।