Genesis 5:32 — Compare Translations
5 translations compared side by side
Odia - 1840
"ଏହାପରେ ନୋହଙ୍କୁ ଯେତବେେଳେ 500 ବର୍ଷ ବଯସ ସେ ତାଙ୍କର ପୁତ୍ରମାନଙ୍କୁ ଜନ୍ମ ଦେଲେ। ତାଙ୍କର ନାମ ଥିଲା ଶମେ, ହାମ ଓ ଯଫେତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍କୁ ଜାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ନୋହଙ୍କୁ ଯେତେବେଳେ 500 ବର୍ଷ ବୟସ ହୋଇଥିଲା ସେ ତାଙ୍କର ପୁତ୍ରମାନଙ୍କୁ ଜନ୍ମ ଦେଲେ। ତାଙ୍କର ନାମ ଥିଲା ଶେମ, ହାମ ଓ ଯେଫତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନୋହଙ୍କୁ ପାଞ୍ଚ ଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍କୁ ଜାତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍କୁ ଜାତ କଲେ।