Genesis 5:4 — Compare Translations
5 translations compared side by side
Odia - 1840
"ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲେ। ସହେି ସମୟରେ ଆଉ ପୁତ୍ର କନ୍ଯାମାନଙ୍କୁ ଜନ୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲା। ସେହି ସମୟରେ ଆଉ ପୁତ୍ରକନ୍ୟାମାନଙ୍କୁ ଜନ୍ମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଥର ଜନ୍ମ ଉତ୍ତାରେ ଆଦମ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।
Odia IRV 2017 (ଓଡିଆ ବାଇବେଲ)
ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।