Genesis 5:6 — Compare Translations
5 translations compared side by side
Odia - 1840
"ଶେଥ 105 ବର୍ଷ ସମୟରେ ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ଈନୋଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଶେଥ 105 ବର୍ଷ ବୟସରେ ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ଈନୋଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;
Odia IRV 2017 (ଓଡିଆ ବାଇବେଲ)
ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;