Genesis 5:7 — Compare Translations

5 translations compared side by side

Odia - 1840
"ଈନୋଶର ଜନ୍ମ ପରେ ଶେଥ 807 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ଶେଥଙ୍କର ଅନ୍ୟପୁତ୍ର ଓ କନ୍ଯାମାନେ ଜନ୍ମ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଈନୋଶର ଜନ୍ମ ପରେ ଶେଥ 807 ବର୍ଷ ବଞ୍ଚିଲେ। ସେହି ସମୟ ମଧ୍ୟରେ ଶେଥର ଅନ୍ୟପୁତ୍ର ଓ କନ୍ୟାମାନେ ଜନ୍ମ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠ ଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।

Recommended Reading