Genesis 5:8 — Compare Translations
5 translations compared side by side
Odia - 1840
"ଏହାପରେ ଶେଥ ମାଟେ ରେ 912 ବର୍ଷ ବଞ୍ଚିବା ପରେ ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁଁ ସେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶେଥ ମୋଟ 912 ବର୍ଷ ବଞ୍ଚିବା ପରେ ମୃତ୍ୟୁବରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଥର ବୟସ ସର୍ବସୁଦ୍ଧା ନଅ ଶହ ବାର ବର୍ଷ ଥିଲା; ତହୁଁ ସେ ମଲା।
Odia IRV 2017 (ଓଡିଆ ବାଇବେଲ)
ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁଁ ସେ ମଲା।