Genesis 5:9 — Compare Translations

5 translations compared side by side

Odia - 1840
"ଈନୋଶକୁ ନବେ ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମି୍ମଥିଲା। ତାଙ୍କର ନାମ ଥିଲା କଯିନାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଈନୋଶର ନବେ ବର୍ଷ ବୟସରେ ତା’ର ଏକ ପୁତ୍ର ଜନ୍ମିଥିଲା। ତା’ର ନାମ ଥିଲା କୟିନାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;
Odia IRV 2017 (ଓଡିଆ ବାଇବେଲ)
ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;