Genesis 50:1 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ମରିୟିବା ପରେ, ଯୋଷଫେ ବହୁତ ଦଃୁଖ କଲେ ଏବଂ ସେ ରୋଦନ କଲେ ଓ ପିତାଙ୍କୁ ଚୁମ୍ବନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ଵନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବଙ୍କର ସମାଧି ଇସ୍ରାଏଲ ମରିଯିବା ପରେ, ଯୋଷେଫ ବହୁତ ଦୁଃଖ କଲେ ଏବଂ ସେ ରୋଦନ କଲେ ଓ ପିତାଙ୍କୁ ଚୁମ୍ବନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ବନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ବନ କଲେ।