Genesis 50:10 — Compare Translations
5 translations compared side by side
Odia - 1840
"ଏହାପରେ ସମାନେେ ୟର୍ଦ୍ଦନପାରସ୍ଥ ଆଟଦର ଖଳା ରେ ଉପସ୍ଥିତ ହୁଅନ୍ତେ ସଠାେରେ ମହାବିଳାପ କରି ରୋଦନ କଲେ। ସମାନେେ ସଠାେରେ ଯୋଷଫଙ୍କେ ପିତାଙ୍କ ପାଇଁ ସାତଦିନ ଶାେକ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ଯର୍ଦ୍ଦନପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ ସେଠାରେ ମହାବିଳାପ କରି ରୋଦନ କଲେ। ସେମାନେ ସେଠାରେ ଯୋଷେଫଙ୍କ ପିତାଙ୍କ ପାଇଁ ସାତ ଦିନ ଶୋକ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।