Genesis 50:11 — Compare Translations

5 translations compared side by side

Odia - 1840
"ସହେି ଦେଶ ନିବାସୀ କିଣାନୀଯ ଲୋକମାନେ ଆଟଦର ଖଳା ରେ ସମାନଙ୍କେର ଏରୂପ ଶାେକ ଦେଖି କହିଲେ, ମିଶ୍ରୀଯମାନଙ୍କ ପ୍ରତି ଏହା ଦାରୁଣ ଦୁଃଖ। ସହେିସ୍ଥାନ ଆବଲେ-ମିଶର ନାମ ରେ ବିଖ୍ଯାତ ହେଲା। ଏହା ୟର୍ଦ୍ଦନ ପାରସ୍ଥ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ; ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର (ମିସ୍ରୀୟମାନଙ୍କ ଶୋକ) ନାମରେ ବିଖ୍ୟାତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସ୍ରୀୟମାନଙ୍କ ପ୍ରତି ଏହା ଦାରୁଣ ଦୁଃଖ।” ସେହିସ୍ଥାନ ଆବେଲ-ମିଶର ନାମରେ ବିଖ୍ୟାତ ହେଲା। ଏହା ଯର୍ଦ୍ଦନ ପାରସ୍ଥରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ୍‍ ମିସର ନାମରେ ବିଖ୍ୟାତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର ନାମରେ ବିଖ୍ୟାତ ହେଲା।