Genesis 50:12 — Compare Translations

5 translations compared side by side

Odia - 1840
"ତା'ପରେ ଯାକୁବଙ୍କ ପୁତ୍ରମାନେ ଯାକୁବଙ୍କୁ ଯେପରି ଆଜ୍ଞା ଦଇେଥିଲେ ସମାନେେ ତଦନୁସା ରେ ସହେିପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ ସେମାନେ ସେହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ;