Genesis 50:13 — Compare Translations

5 translations compared side by side

Odia - 1840
"ଯାକୁବର ପୁତ୍ରମାନେ ତାହାଙ୍କୁ କିଣାନ ଦେଶକୁ ନଇେ ମକ୍ପଲୋ କ୍ଷେତ୍ରର ଗୁହା ରେ କବର ଦେଲେ। ମମ୍ରି ନିକଟସ୍ଥ ସହେି ଗୁହା କ୍ଷେତ୍ର ସମାଧି ଭୂମିରୂପେ ଇଫ୍ରୋଣ ଓ ହତେୀଯଠାରୁ ଅବ୍ରହାମଙ୍କ ଦ୍ବାରା କିଣା ୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହେତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ଵାରା କ୍ରୀତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବର ପୁତ୍ରମାନେ ତାହାଙ୍କୁ କିଣାନ ଦେଶକୁ ନେଇ ମ‌କ୍‌ପେଲା କ୍ଷେତ୍ରର ଗୁହାରେ କବର ଦେଲେ। ମମ୍ରି ନିକଟସ୍ଥ ସେହି ଗୁହା କ୍ଷେତ୍ର ସମାଧି ଭୂମିରୂପେ ଇଫ୍ରୋଣ ଓ ହେତୀୟଠାରୁ ଅବ୍ରହାମଙ୍କ ଦ୍ୱାରା କିଣା ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍‍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହିତ୍ତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ୱାରା କ୍ରୀତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)