Genesis 50:14 — Compare Translations
5 translations compared side by side
Odia - 1840
"ଯୋଷଫେ ଆପଣା ପିତାଙ୍କୁ କବର ଦଇେସାରିବା ପରେ ସେ, ତାଙ୍କ ଭାଇମାନେ ଏବଂ ତାଙ୍କ ସହିତ ୟାଇଥିବା ସମସ୍ତ ଲୋକ ମିଶରକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଆପଣା ପିତାଙ୍କୁ କବର ଦେଇସାରିବା ପରେ ସେ, ତାଙ୍କ ଭାଇମାନେ ଏବଂ ତାଙ୍କ ସହିତ ଯାଇଥିବା ସମସ୍ତ ଲୋକ ମିଶରକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ।