Genesis 50:15 — Compare Translations
5 translations compared side by side
Odia - 1840
"ଯାକୁବଙ୍କର ମୃତ୍ଯୁପରେ, ଯୋଷଫେର ଭାଇମାନେ ବ୍ଯସ୍ତ ହାଇେ ପଡ଼ିଲେ। ସମାନେେ ଭୟ କଲେ ଯେ ପୂର୍ବରୁ ଆମ୍ଭେ ଯୋଷଫଙ୍କେୁ ଯେପରି କରିଥିଲୁ। ସମାନେେ କହିଲେ, ଯୋଷଫେ ଆମ୍ଭକୁ ଘୃଣା କରିବ ଓ ତା'ର ପ୍ରତିଫଳ ଆମ୍ଭକୁ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି ଆମ୍ଭେମାନେ ତାହାର ଯେ ସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇମାନେ ଯୋଷେଫଙ୍କୁ ତଥାପି ଭୟ କରୁଥିଲେ ଯାକୁବଙ୍କର ମୃତ୍ୟୁ ପରେ, ଯୋଷେଫଙ୍କର ଭାଇମାନେ ବ୍ୟସ୍ତ ହୋଇ ପଡ଼ିଲେ। ସେମାନେ ଭୟ କଲେ ଯେ ପୂର୍ବରୁ ସେମାନେ ଯୋଷେଫଙ୍କୁ ଯେପରି କରିଥିଲେ। ସେମାନେ କହିଲେ, “ଯୋଷେଫ ଆମ୍ଭକୁ ଘୃଣା କରିବ ଓ ତା’ର ପ୍ରତିଫଳ ଆମ୍ଭକୁ ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, “କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି, ଆମ୍ଭେମାନେ ତାହାର ଯେସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, “କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି, ଆମ୍ଭେମାନେ ତାହାର ଯେ ସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ।”