Genesis 50:17 — Compare Translations

5 translations compared side by side

Odia - 1840
"ଯୋଷଫଙ୍କେୁ କୁହ ତୁମ୍ଭର ଭାଇମାନେ ତୁମ୍ଭ ଉପରେ ମନ୍ଦ କରି ଅଛନ୍ତି। ମାତ୍ର ତୁମ୍ଭେ ଅନୁଗ୍ରହ କରି ସମାନଙ୍କେର ସହେି ଅଧର୍ମ ଓ ପାପ ମାର୍ଜନା କରିବ।' ଏଣୁକରି ଆମ୍ଭମାନେେ ବିନଯ କରୁଅଛୁ, ତୁମ୍ଭେ ପୈତୃକ ପରମେଶ୍ବରଙ୍କ ଦାସଗଣର ଅଧର୍ମ ମାର୍ଜନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜ୍ଜନା କରିବ; ଏଣୁକରି ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ଵରଙ୍କ ଦାସଗଣର ଅଧର୍ମ ମାର୍ଜ୍ଜନା କର । ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କୁ କୁହ ତୁମ୍ଭର ଭାଇମାନେ ତୁମ୍ଭ ଉପରେ ମନ୍ଦ କରିଅଛନ୍ତି। ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ।’ ଏଣୁକରି ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭେ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର। ସେମାନେ ଏହା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ;’ ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ; ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।