Genesis 50:18 — Compare Translations
5 translations compared side by side
Odia - 1840
"ତା'ର ଭାଇମାନେ ତାଙ୍କ ନିକଟକୁ ଗଲେ ଏବଂ ତାଙ୍କୁ ପ୍ରଣାମ କଲେ। ସମାନେେ ତାଙ୍କୁ କହିଲେ, ଆମ୍ଭମାନେେ ତୁମ୍ଭର ଦାସ ହବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଦାସ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ଭାଇମାନେ ତାଙ୍କ ନିକଟକୁ ଗଲେ ଏବଂ ତାଙ୍କୁ ପ୍ରଣାମ କଲେ। ସେମାନେ ତାଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭର ଦାସ ହେବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଦାସ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଦାସ।”