Genesis 50:19 — Compare Translations

5 translations compared side by side

Odia - 1840
"ଏହାପରେ ଯୋଷଫେ ସମାନଙ୍କେୁ କହିଲେ, ଭୟ କର ନାହିଁ। ମୁଁ ପରମେଶ୍ବର ନୁହେଁ। ମାରେ ଦଣ୍ଡ ଦବୋର ଅଧିକାର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋଷେଫ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ଵରଙ୍କର ପ୍ରତିନିଧି?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋଷେଫ ସେମାନଙ୍କୁ କହିଲେ, “ଭୟ କର ନାହିଁ। ମୁଁ ପରମେଶ୍ୱର ନୁହେଁ। ମୋର ଦଣ୍ଡ ଦେବାର ଅଧିକାର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି?”