Genesis 50:2 — Compare Translations
5 translations compared side by side
Odia - 1840
"ଯୋଷଫେ ତାଙ୍କର ବୈଦ୍ଯମାନଙ୍କୁ ତାଙ୍କ ପିତାଙ୍କର ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ। ସମାନେେ ଶରୀରକୁ ମିଶରୀଯ ପଦ୍ଧତି ରେ ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କର ବୈଦ୍ୟମାନଙ୍କୁ ତାଙ୍କ ପିତାଙ୍କର ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ। ସେମାନେ ଶରୀରକୁ ମିଶରୀୟ ପଦ୍ଧତିରେ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ।