Genesis 50:20 — Compare Translations

5 translations compared side by side

Odia - 1840
"ଏହା ସତ୍ଯ ଯେ ତୁମ୍ଭମାନେେ ମାେ ବିରୁଦ୍ଧ ରେ ମନ୍ଦ ଯୋଜନା କରିଥିଲ। କିନ୍ତୁ ବାସ୍ତବ ରେ ପରମେଶ୍ବରଙ୍କର ଯୋଜନା ଥିଲାଉତ୍ତମ। ପରମେଶ୍ବରଙ୍କର ଯୋଜନା ଥିଲା ଯେ, ସେ ମାେ ଦ୍ବାରା ବହୁତ ଜୀବନ ରକ୍ଷା କରିବେ। ଏବଂ ଯେଉଁଥି ପାଇଁ ଏସବୁ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ଵର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସତ୍ୟ ଯେ, ତୁମ୍ଭେମାନେ ମୋ’ ବିରୁଦ୍ଧରେ ମନ୍ଦ ଯୋଜନା କରିଥିଲ। କିନ୍ତୁ ବାସ୍ତବରେ ପରମେଶ୍ୱରଙ୍କର ଯୋଜନା ଥିଲା ଉତ୍ତମ। ପରମେଶ୍ୱରଙ୍କର ଯୋଜନା ଥିଲା ଯେ, ସେ ମୋ’ ଦ୍ୱାରା ବହୁତ ଜୀବନ ରକ୍ଷା କରିବେ। ଏବଂ ଯେଉଁଥିପାଇଁ ଏସବୁ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ମୋ’ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।