Genesis 50:21 — Compare Translations
5 translations compared side by side
Odia - 1840
"ତେଣୁ ଭୟକର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ସନ୍ତାନମାନଙ୍କର ଯତ୍ନ ନବେି। ଏହି ପ୍ରକାର ରେ ଯୋଷଫେ ତାଙ୍କର ଭାଇମାନଙ୍କୁ ମଧୁର ବଚନ ରେ ତୋଷିଲେ। ଏହିପରି କଥା ରେ ସେ ତାଙ୍କର ଭାଇମାନଙ୍କୁ ସାନ୍ତ୍ବନା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି । ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ଵନା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଭୟ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ସନ୍ତାନମାନଙ୍କର ଯତ୍ନ ନେବି।” ଏହି ପ୍ରକାରରେ ଯୋଷେଫ ତାଙ୍କର ଭାଇମାନଙ୍କୁ ମଧୁର ବଚନରେ ତୋଷିଲେ। ଏହିପରି କଥାରେ ସେ ତାଙ୍କର ଭାଇମାନଙ୍କୁ ସାନ୍ତ୍ୱନା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି।” ଏହି ପ୍ରକାରେ ଚିତ୍ତ ପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ୱନା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି। ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ୱନା ଦେଲେ।