Genesis 50:22 — Compare Translations
5 translations compared side by side
Odia - 1840
"ଯୋଷଫେ ତାଙ୍କର ପିତାଙ୍କ ପରିବାର ସହିତ ମିଶର ରେ ରହିଲେ। ଯୋଷଫଙ୍କେୁ ଯେତବେେଳେ 110 ବର୍ଷ ହେଲା, ସେ ସୃତ୍ଯୁ ବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କର ପିତାଙ୍କ ପରିବାର ସହିତ ମିଶରରେ ରହିଲେ। ଯୋଷେଫଙ୍କୁ ଯେତେବେଳେ 110 ବର୍ଷ ହେଲା, ସେ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ।