Genesis 50:23 — Compare Translations

5 translations compared side by side

Odia - 1840
"ଯୋଷଫେ ଇଫ୍ରାଯିର ତୃତୀୟ ପୁରୁଷ ପର୍ୟ୍ଯନ୍ତ ସନ୍ତାନ ସନ୍ତତି ଦେଖିଲେ। ଯୋଷଫେ ମନଃଶିର, ମାଖୀର୍ ନାମକ ପୁତ୍ରର ଶିଶୁ ସନ୍ତାନମାନଙ୍କୁ କୋଳ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ କୋଳ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ। ଯୋଷେଫ ମନଃଶିର, ମାଖୀର୍ ନାମକ ପୁତ୍ରର ଶିଶୁ ସନ୍ତାନମାନଙ୍କୁ କୋଳ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ “କୋଳ କଲେ।”
Odia IRV 2017 (ଓଡିଆ ବାଇବେଲ)
ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ କୋଳ କଲେ।