Genesis 50:24 — Compare Translations
5 translations compared side by side
Odia - 1840
"ଏହାପରେ ଯୋଷଫେ ତାଙ୍କର ସମ୍ପର୍କୀଯମାନଙ୍କୁ କହିଲେ, ମୁଁ ମରୁଅଛି ମାତ୍ର ପରମେଶ୍ବର ଅବଶ୍ଯ ତୁମ୍ଭମାନଙ୍କର ଯତ୍ନ ନବେେ। ତା'ପରେ ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ନବେେ ଏବଂ ଯେଉଁ ଦେଶ ଦବୋ ପାଇଁ ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି ଅଛନ୍ତି, ସଠାେକୁ ତୁମ୍ଭମାନଙ୍କୁ ଆଗଇେ ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ଭାଇମାନଙ୍କୁ କହିଲେ, ମୁଁ ମରୁଅଛି, ମାତ୍ର ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ପୁଣି ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କର ମୃତ୍ୟୁ ଏହା ପରେ ଯୋଷେଫ ତାଙ୍କର ସମ୍ପର୍କୀୟମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ଯତ୍ନ ନେବେ। ତା’ପରେ ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ନେବେ ଏବଂ ଯେଉଁ ଦେଶ ଦେବା ପାଇଁ ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାକୁ ତୁମ୍ଭମାନଙ୍କୁ ଆଗେଇ ନେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ।”