Genesis 50:25 — Compare Translations

5 translations compared side by side

Odia - 1840
"ଆଉ ଯୋଷଫେ ଇଶ୍ରାୟେଲଙ୍କର ବଂଶଧରମାନଙ୍କୁ ତାଙ୍କଠା ରେ ପ୍ରତିଜ୍ଞା କରାଇଲେ। ସେ କହିଲେ, ପରମେଶ୍ବର ନିଶ୍ଚିତ ଭାବରେ ତୁମ୍ଭମାନଙ୍କର ଯତ୍ନ ନବେେ। ସେ ତୁମ୍ଭକୁ ତୁମ୍ଭର ଦେଶକୁ ଆଗଇେ ନବେେ। ସହେି ସମୟରେ ମାରେ ଅସ୍ଥି ତୁମ୍ଭମାନେେ ନଇୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯୋଷେଫ ଇସ୍ରାଏଲଙ୍କର ବଂଶଧରମାନଙ୍କୁ ତାଙ୍କଠାରେ ପ୍ରତିଜ୍ଞା କରାଇଲେ। ସେ କହିଲେ, “ପରମେଶ୍ୱର ନିଶ୍ଚିତ ଭାବରେ ତୁମ୍ଭମାନଙ୍କର ଯତ୍ନ ନେବେ। ସେ ତୁମ୍ଭକୁ ତୁମ୍ଭର ଦେଶକୁ ଆଗେଇ ନେବେ। ସେହି ସମୟରେ ମୋର ଅସ୍ଥି ତୁମ୍ଭେମାନେ ନେଇଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।”