Genesis 50:26 — Compare Translations

5 translations compared side by side

Odia - 1840
"ଏହି ପ୍ରକାର ରେ ଯୋଷଫେ 110 ବଯସ ରେ ମଲେ। ସମାନେେ ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କଲେ ଏବଂ ତାକୁ ମିଶର ରେ ଏକ ସିନ୍ଦୁକ ମଧିଅରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକାରରେ ଯୋଷେଫ 110 ବର୍ଷ ବୟସରେ ମଲେ। ସେମାନେ ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କଲେ ଏବଂ ତାକୁ ମିଶରରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।