Genesis 50:3 — Compare Translations
5 translations compared side by side
Odia - 1840
"ମିଶରୀଯ ଲୋକମାନେ ତାଙ୍କ ପାଇଁ ସତୁରି ଦିନୟାଏ ଶାେକ କଲେ। ଶରୀର ସଂସ୍କାର ନିମନ୍ତେ ପ୍ରସ୍ତୁତ ଚାଳିଶ ଦିନ ରେ ଶଷେ ହେଲା। ସଂପୂର୍ଣ୍ଣ ଶୋକପରେ ଯୋଷଫେ ଫାରୋଙ୍କ ନିକଟକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରୀୟ ଲୋକମାନେ ତାଙ୍କ ପାଇଁ ସତୁରି ଦିନ ଯାଏ ଶୋକ କଲେ। ଶରୀର ସଂସ୍କାର ନିମନ୍ତେ ପ୍ରସ୍ତୁତ ଗ୍ଭଳିଶ୍ ଦିନରେ ଶେଷ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।
Odia IRV 2017 (ଓଡିଆ ବାଇବେଲ)
ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।