Genesis 50:4 — Compare Translations

5 translations compared side by side

Odia - 1840
"ଏହି ସତୁରି ଦିନପରେ ଶୋକ ଦିନ ଶଷେ ହେଲା। ତେଣୁ ଯୋଷଫେ ଫାରୋଙ୍କର ପରିଜନଙ୍କୁ କହିଲେ, ତୁମ୍ଭେ ଯଦି ମାରେ ମଙ୍ଗଳ ଭାବୁଛ, ଦୟାକରି ଫାରୋଙ୍କୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, ଯେବେ ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ,
Odia Bible ERV 2004 (ପବିତ୍ର ବାଇବଲ)
ଏହି ସତୁରି ଦିନ ପରେ ଶୋକ ଦିନ ଶେଷ ହେଲା। ତେଣୁ ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ତୁମ୍ଭେ ଯଦି ମୋର ମଙ୍ଗଳ ଭାବୁଛ, ଦୟାକରି ଫାରୋଙ୍କୁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ,
Odia IRV 2017 (ଓଡିଆ ବାଇବେଲ)
ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣ-ଗୋଚରେ ଏହି କଥା କୁହ,”