Genesis 50:5 — Compare Translations

5 translations compared side by side

Odia - 1840
"' ମାରେ ପିତାଙ୍କ ମୃତ୍ଯୁ ପୂର୍ବରୁ ମୁଁ ତାଙ୍କଠା ରେ ଶପଥ କରିଥିଲି ଯେ ତାଙ୍କର ମୃତ୍ଯୁପରେ କିଣାନ ଦେଶ ରେ ସେ ଆପଣା ନିମନ୍ତେ ଯେଉଁ କବର ଖନନ କରିଥିଲେ ତହିଁରେ ତାହାଙ୍କୁ କବର ଦବେି। ତେଣୁ ଏବେ ମାେତେ ୟିବାକୁ ଦିଅନ୍ତୁ। ମୁଁ ପିତାଙ୍କୁ କବର ଦଇେ ପୁନର୍ବାର ଆସିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ । ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି ।
Odia Bible ERV 2004 (ପବିତ୍ର ବାଇବଲ)
‘ମୋର ପିତାଙ୍କ ମୃତ୍ୟୁ ପୂର୍ବରୁ ମୁଁ ତାଙ୍କଠାରେ ଶପଥ କରିଥିଲି ଯେ ତାଙ୍କର ମୃତ୍ୟୁପରେ କିଣାନ ଦେଶରେ ସେ ଆପଣା ନିମନ୍ତେ ଯେଉଁ କବର ଖନନ କରିଥିଲେ ତହିଁରେ ତାହାଙ୍କୁ କବର ଦେବି। ତେଣୁ ଏବେ ମୋତେ ଯିବାକୁ ଦିଅନ୍ତୁ। ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ‘ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ।’ ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।”
Odia IRV 2017 (ଓଡିଆ ବାଇବେଲ)
ମୋ’ ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ। ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।