Genesis 50:6 — Compare Translations
5 translations compared side by side
Odia - 1840
"ଫାରୋ କହିଲେ, ତୁମ୍ଭର ପ୍ରତିଜ୍ଞା ରକ୍ଷା କରିୟାଅ। ୟାଅ ପିତାଙ୍କୁ କବର ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଫାରୋ କହିଲେ, ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇ ଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ କହିଲେ, “ତୁମ୍ଭର ପ୍ରତିଜ୍ଞା ରକ୍ଷା କରି ଯାଅ, ପିତାଙ୍କୁ କବର ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଫାରୋ କହିଲେ, “ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଫାରୋ କହିଲେ, “ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇ ଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ।”