Genesis 50:7 — Compare Translations
5 translations compared side by side
Odia - 1840
"ତେଣୁ ଯୋଷଫେ ତାଙ୍କର ପିତାଙ୍କୁ କବର ଦବୋକୁ ଗଲେ। ଫାରୋଙ୍କର ସମସ୍ତ ପ୍ରାଚୀନଗଣ ତାଙ୍କ ଗୃହର ପ୍ରଧାନ ଲୋକ ଏବଂ ମିଶର ଦେଶର ପ୍ରଧାନ ଲୋକମାନେ ଯୋଷଫଙ୍କେ ସହିତ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋଷେଫ ତାଙ୍କର ପିତାଙ୍କୁ କବର ଦେବାକୁ ଗଲେ। ଫାରୋଙ୍କର ସମସ୍ତ ପ୍ରାଚୀନଗଣ, ତାଙ୍କ ଗୃହର ପ୍ରଧାନ ଲୋକ ଏବଂ ମିଶର ଦେଶର ପ୍ରଧାନ ଲୋକମାନେ ଯୋଷେଫଙ୍କ ସହିତ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,
Recommended Reading