Genesis 50:8 — Compare Translations

5 translations compared side by side

Odia - 1840
"ଯୋଷଫଙ୍କେ ପରିବାର ସମସ୍ତ ଲୋକ, ତାଙ୍କର ଭାଇମାନେ ଏବଂ ତାଙ୍କ ପିତାଙ୍କର ସମସ୍ତ ବଂଶ ତାଙ୍କ ସହିତ ଗଲେ। ଗୋଶନ ରେ କବଳେ ପଶୁ ଓ ପିଲାମାନେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କ ପରିବାରର ସମସ୍ତ ଲୋକ, ତାଙ୍କର ଭାଇମାନେ ଏବଂ ତାଙ୍କ ପିତାଙ୍କର ସମସ୍ତ ବଂଶ ତାଙ୍କ ସହିତ ଗଲେ। ଗୋଶନରେ କେବଳ ପଶୁ ଓ ପିଲାମାନେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ିଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ି ଗଲେ।