Genesis 50:9 — Compare Translations
5 translations compared side by side
Odia - 1840
"ତାଙ୍କ ସହ ଏକ ବିରାଟ ସମାରୋହ ଗଲା। ଏପରିକି ତାଙ୍କ ସହିତ ଅଶ୍ବାରୋହି ସୈନ୍ଯ ଓ ରଥାରୋହି ସୈନ୍ଯମାନେ ମଧ୍ଯ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ସଙ୍ଗରେ ରଥ ଓ ଅଶ୍ଵାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ସହ ଏକ ବିରାଟ ସମାରୋହ ଗଲା। ଏପରିକି ତାଙ୍କ ସହିତ ଅଶ୍ୱାରୋହୀ ସୈନ୍ୟ ଓ ରଥାରୋହୀ ସୈନ୍ୟମାନେ ମଧ୍ୟ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।