Genesis 6:1 — Compare Translations

5 translations compared side by side

Odia - 1840
"ପୃଥିବୀ ରେ ମନୁଷ୍ଯମାନଙ୍କର ସଂଖ୍ଯା ବଢ଼ିବାକୁ ଲାଗିଲା। ମନୁଷ୍ଯମାନଙ୍କର ଅନକେ କନ୍ଯାଜାତ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଦୁଷ୍ଟ ପ୍ରକୃତିର ହେଲେ ପୃଥିବୀରେ ମନୁଷ୍ୟମାନଙ୍କର ସଂଖ୍ୟା ବଢ଼ିବାକୁ ଲାଗିଲା। ମନୁଷ୍ୟମାନଙ୍କର ଅନେକ କନ୍ୟାଜାତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;