Genesis 6:10 — Compare Translations

5 translations compared side by side

Odia - 1840
"ନୋହଙ୍କର ତିନୋଟି ପୁତ୍ର ଥିଲେ। ସମାନେେ ହେଲେ ଶମେ, ହାମ ଓ ଯଫେତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହ, ଶେମ ଓ ହାମ ଓ ଯେଫତ୍, ଏହି ତିନି ପୁତ୍ରଙ୍କୁ ଜାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନୋହଙ୍କର ତିନୋଟି ପୁତ୍ର ଥିଲେ। ସେମାନେ ହେଲେ ଶେମ, ହାମ ଓ ଯେଫତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହ, ଶେମ ଓ ହାମ ଓ ଯେଫତ୍‍, ଏହି ତିନି ପୁତ୍ରଙ୍କୁ ଜାତ କଲେ।
Odia IRV 2017 (ଓଡିଆ ବାଇବେଲ)
ନୋହ, ଶେମ ଓ ହାମ ଓ ଯେଫତ୍‍, ଏହି ତିନି ପୁତ୍ରଙ୍କୁ ଜାତ କଲେ।