Genesis 6:11 — Compare Translations
5 translations compared side by side
Odia - 1840
"ପରମେଶ୍ବର ପୃଥିବୀକୁ ନିରୀକ୍ଷଣ କଲେ ଓ ଦେଖିଲେ ଯେ, ପୃଥିବୀ ଭ୍ରଷ୍ଟାଚ଼ାରିତା ହାଇେଅଛି। ସମସ୍ତ ସ୍ଥାନ ରେ ଅତ୍ଯାଚ଼ାର ଥିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ପୃଥିବୀ ପରମେଶ୍ଵରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପୃଥିବୀକୁ ନିରୀକ୍ଷଣ କଲେ ଓ ଦେଖିଲେ ଯେ, ପୃଥିବୀ ଭ୍ରଷ୍ଟାଗ୍ଭରିତା ହୋଇଅଛି। ସମସ୍ତ ସ୍ଥାନରେ ଅତ୍ୟାଗ୍ଭର ଥିଲା, ସବୁ ଲୋକମାନେ ମନ୍ଦ ଓ ନିଷ୍ଠୁର ହୋଇଛନ୍ତି। ପୃଥିବୀ ପୁରା ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।