Genesis 6:12 — Compare Translations
4 translations compared side by side
Odia - 1840
"ଲୋକମାନେ ସବୁ ମନ୍ଦ ଓ ନିଷ୍ଠୁର ହାଇେଛନ୍ତି। ପୃଥିବୀ ପୁରା ଦୌରାତ୍ମ୍ଯ ରେ ପରିପୂର୍ଣ୍ଣ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପରମେଶ୍ଵର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।